thumbnail

ଆଜି କାର୍ତ୍ତିକ ପୂର୍ଣ୍ଣିମା, ମଧ୍ୟରାତ୍ରିରୁ ଡଙ୍ଗା ଭସାଇଲେ ଶ୍ରଦ୍ଧାଳୁ

By

Published : Nov 8, 2022, 7:42 AM IST

Updated : Feb 3, 2023, 8:31 PM IST

ଆ କା ମା ବୈ, ପାନ ଗୁଆ ଥୋଇ ପାନ ଗୁଆ ତୋର, ମାସକ ଧରମ ମୋର। ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା । ଏହି ଅବସରରେ ବିଭିନ୍ନ ନଦୀ ପୋଖରୀରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି। ପୂର୍ଣ୍ଣମୀରେ ଚନ୍ଦ୍ର ଗ୍ରହଣ ପଡୁଥିବାରୁ ନିର୍ଦ୍ଧାରିତ ସମୟ ରାତିରେ ଡଙ୍ଗା ଭସା କାର୍ଯ୍ୟକ୍ରମ ହୋଇଛି । ଦୁଇ ବର୍ଷର କଟକଣା ପରେ ସାମୁହିକ ବୋଇତ ବନ୍ଦାଣ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ଇଟିଭି ଭାରତ, ଖୋର୍ଦ୍ଧା
Last Updated : Feb 3, 2023, 8:31 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.