କୋରେଇ ବିଜେପି ପକ୍ଷରୁ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା - ଧର୍ମେନ୍ଦ୍ର ପ୍ରଧାନଙ୍କୁ ସ୍ବାଗତ ସମ୍ବର୍ଦ୍ଧନା

🎬 Watch Now: Feature Video

thumbnail

By

Published : Oct 28, 2022, 4:46 PM IST

Updated : Feb 3, 2023, 8:30 PM IST

ଯାଜପୁର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପାଣିକୋଇଲି ଠାରେ କୋରେଇ ବିଜେପି ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ଧାମନଗର ଉପନିର୍ବାଚନ ପାଇଁ ଧାମନଗରକୁ ନିର୍ବାଚନୀ ପ୍ରଚାର ଯିବା ସମୟରେ ପାଣିକୋଇଲି ଛକ ଠାରେ କୋରେଇର ଶତାଧିକ ନେତା ଓ କର୍ମୀମାନେ ପୁଷ୍ପଗୁଚ୍ଛ ଦେଇ ମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ । ମନ୍ତ୍ରୀଙ୍କୁ ଭେଟିବା ପରେ କର୍ମୀମାନଙ୍କ ମଧ୍ୟରେ ବେଶ ଉତ୍ସାହ ଦେଖିବାକୁ ମିଳିଥିଲା । ଇଟିଭି ଭାରତ, ଯାଜପୁର
Last Updated : Feb 3, 2023, 8:30 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.