କୁହୁଡିରେ ଲୁଚିଗଲା ଖୋର୍ଦ୍ଧା

By

Published : Dec 5, 2022, 10:35 AM IST

Updated : Feb 3, 2023, 8:34 PM IST

thumbnail
ଖୋର୍ଦ୍ଧା: ରାଜ୍ୟରେ ରବିବାର ସଂଧ୍ୟାରୁ ଶୀତ ପଡ଼ିବା ଆରମ୍ଭ ହୋଇଛି । ଆସନ୍ତା ୨ରୁ ୩ ଦିନରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ସ୍ତରରେ ହ୍ରାସ ପାଇବ । ଫଳରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ଥଣ୍ଡା ପଡ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ସେହିପରି ଆଜି ସକାଳୁ ସକାଳୁ ଖୋର୍ଦ୍ଧାର ବିଭିନ୍ନ ସ୍ଥାନରେ ପ୍ରବଳ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି । ବଡି ଭୋରରୁ କୁହୁଡି ପଡିବା ଆରମ୍ଭ ହୋଇଛି । ଯାହା ପାଇଁ ଲୋକେ ବହୁ ମାତ୍ରାରେ ପ୍ରଭାବିତ ହୋଇଛନ୍ତି । ରାସ୍ତାରେ ଗାଡି ମୋଟର ଚଳାଚଳ ବ୍ୟାହତ ହୋଇଛି ।
Last Updated : Feb 3, 2023, 8:34 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.