thumbnail

By

Published : Aug 15, 2022, 12:42 PM IST

Updated : Feb 3, 2023, 8:26 PM IST

ETV Bharat / Videos

ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମରେ ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ

ଜଗତସିଂହପୁରରେ ଜିଲ୍ଲାସ୍ତରୀୟ ୭୬ତମ ସ୍ବାଧୀନତା ଦିବସର ପାଳିତ । ସ୍ଥାନୀୟ ନବକୃଷ୍ଣ ଚୌଧୁରୀ ଷ୍ଟାଡିୟମରେ ଜିଲ୍ଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଛି । ଏହି ଅବସରରେ ଜିଲ୍ଲାପାଳ ପାରୁଲ ପଟୱାରୀ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ସେ ତାଙ୍କ ଅଭିଭାଷଣରେ ଜିଲ୍ଲାର ସ୍ବାଧୀନତା ସଂଗ୍ରାମୀଙ୍କୁ ସ୍ମରଣ କରିବା ସହ ଦେଶ ସ୍ଵାଧୀନ କରିବାରେ ଗୁରୁତ୍ବପୂର୍ଣ୍ଣ ଭୂମିକା ନିଭାଇଥିବା ବୀରପୁତ୍ରଙ୍କ ବଳିଦାନକୁ ମନେ ପକାଇଥିଲେ । ଶେଷରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ବ ହାସଲ କରିଥିବା ଛାତ୍ରଛାତ୍ରୀ, କୋଭିଡ ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଇଟିଭି ଭାରତ, ଜଗତସିଂହପୁର
Last Updated : Feb 3, 2023, 8:26 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.