Mangal Alati, ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତୀ
🎬 Watch Now: Feature Video
ପୁରୀ: ଓଁ ନମୋ ଭଗବତେ ବାସୁଦେବାୟ । ଜୟ ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବ ତୁମେ । ସକାଳୁ ସକାଳୁ ଦେଖନ୍ତୁ ଜଗାର ଦିବ୍ୟ ଆଳତୀ । ପତିତମାନଙ୍କୁ ଉଦ୍ଧାରିବା ପାଇଁ ପତିତପାବନ ରୂପେ ଧରାଧାମରେ ଅବତାର ନେଇଛନ୍ତି ମହାପ୍ରଭୁ । ସବୁଦିନ ପରି ଆଜି ମଧ୍ୟ ମହାପ୍ରଭୁଙ୍କ ଦ୍ବାର ଫିଟା ଓ ମଙ୍ଗଳ ଆଳତୀ ନୀତି ସମ୍ପନ୍ନ ହୋଇଛି । ଜଗତର କଲ୍ୟାଣ ପାଇଁ ବିଶ୍ବ ନିୟନ୍ତାଙ୍କ ପାଖରେ ମଙ୍ଗଳ ଆଳତୀ କରାଯାଏ । ଯାହାର ମାହାତ୍ମ୍ୟ ବେଶ ଅଧିକ ରହିଛି ।
Last Updated : Feb 3, 2023, 8:29 PM IST