thumbnail

Mangal Alati, ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତୀ

By

Published : Oct 29, 2022, 6:40 AM IST

Updated : Feb 3, 2023, 8:30 PM IST

ପୁରୀ: ଜୟ ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବ ତୁମେ । ସମଗ୍ର ବିଶ୍ବର ମଙ୍ଗଳ କାମନା କରି ଜଗତର ନାଥ ଜଗନ୍ନାଥଙ୍କ ନିକଟରେ କରାଯାଏ ମଙ୍ଗଳ ଆଳତୀ । ସବୁଦିନ ପରି ଆଜି ମଧ୍ୟ ସେବାୟତମାନଙ୍କ ଦ୍ବାରା ବଡି ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ଯାଇଛି । ଏହାସହ ଧୂପ, ଘଣ୍ଟି ଓ ମନ୍ତ୍ରୋଚାରଣ ସହ ସମ୍ପନ୍ନ ହୋଇଛି ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ ନୀତି । କୁହାଯାଏ ଯେ, ମଙ୍ଗଳ ଆଳତୀ ଦର୍ଶନ କଲେ ଜୀବନର ସମସ୍ତ ପାପ କ୍ଷୟ ହୋଇ ଅପାର କରୁଣା ଓ ପୂଣ୍ୟପ୍ରାପ୍ତି ହୋଇଥାଏ ।
Last Updated : Feb 3, 2023, 8:30 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.