thumbnail

ଓଡିଶାରେ ପହଞ୍ଚିଲେ ରାଷ୍ଟ୍ରପତି, ପୁରୀରେ କଡା ସୁରକ୍ଷା

By

Published : Nov 10, 2022, 10:57 AM IST

Updated : Feb 3, 2023, 8:31 PM IST

ଦୁଇ ଦିନିଆ ଓଡିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ତାଙ୍କ ସ୍ବାଗତକୁ ନେଇ ସଜେଇ ହୋଇଛି ରାଜଧାନୀ । ଭୁବନେଶ୍ବରରେ ପହଞ୍ଚିବା ପରେ ପ୍ରଥମେ ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଥମ ଓଡ଼ିଆ ମହିଳା ତଥା ଆଦିବାସୀ ନେତ୍ରୀ ଭାବେ ଦେଶର ସର୍ବୋଚ୍ଚ ଆସନ ଅଳଙ୍କୃତ କରିବା ପରେ ପ୍ରଥମ ଥର ପାଇଁ ଓଡିଶା ଆସୁଛନ୍ତି ଦ୍ରୌପଦୀ ମୁର୍ମୁ । ସୁରକ୍ଷା ଦୃଷ୍ଟିରୁ ଶ୍ରୀମନ୍ଦିରରେ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି । ଏ ନେଇ ସମସ୍ତ ରିପୋର୍ଟ ଦେଉଛନ୍ତି ଆମ ପ୍ରତିନିଧି ।
Last Updated : Feb 3, 2023, 8:31 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.