ଅନୁଗୋଳରେ ବର୍ଷା ବିତ୍ପାତ, ଜନଜୀବନ ଅସ୍ତବ୍ୟସ୍ତ

By

Published : Aug 20, 2022, 8:57 PM IST

Updated : Feb 3, 2023, 8:27 PM IST

thumbnail
ଜିଲ୍ଲାରେ ଲାଗି ରହିଛି ଲଗାଣ ବର୍ଷା । ଫଳରେ ଉଭୟ ସହର ଓ ଗ୍ରାମାଞ୍ଚଳରେ କୁତ୍ରିମ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି । ଜଳ ନିଷ୍କାସନ ନହୋଇପାରିବା କାରଣରୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ସହ ଜନଜୀବନ ପ୍ରଭାବିତ ହୋଇଛି । ଇଟିଭି ଭାରତ, ଅନୁଗୋଳ
Last Updated : Feb 3, 2023, 8:27 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.