Sandart Tribute to Pele: କିମ୍ବଦନ୍ତୀ ଫୁଟବଲ ଖେଳାଳି ପେଲେଙ୍କ ନିଧନ, ବାଲୁକାକଳାରେ ଶ୍ରଦ୍ଧାଞ୍ଜଳି

By

Published : Dec 30, 2022, 4:44 PM IST

Updated : Feb 3, 2023, 8:37 PM IST

thumbnail
ପୁରୀ: ବ୍ରାଜିଲର କିମ୍ବଦନ୍ତୀ ଫୁଟବଲ ଖେଳାଳି ପେଲେଙ୍କ ନିଧନରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ । ପୁରୀ ବେଳାଭୂମୀରେ ବାଲୁକାକଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ମାନସ । ବାଲୁକା କଳାରେ ପେଲେଙ୍କ ବାଲୁକା ପ୍ରତିମୂର୍ତ୍ତି ନିର୍ମାଣ କରିଛନ୍ତି ଶିଳ୍ପୀ ମାନସ । ଏହି ବାଲୁକା ମୂର୍ତ୍ତି 15 ଫୁଟ ଓସାର ବିଶିଷ୍ଟ ଏବଂ ଏଥିରେ 15ଟନ ବାଲି ଉପଯୋଗ କରାଯାଇଛି । ଏହାକୁ ନିର୍ମାଣ କରିବାକୁ ମାନସଙ୍କୁ 4 ଘଣ୍ଟା ସମୟ ଲାଗିଥିଲା । ଏଥିରେ ସେ "A Hero Never Dies ! Long Live Pele ! ବାର୍ତ୍ତା ଉଲ୍ଲେଖ କରିଛନ୍ତି ।
Last Updated : Feb 3, 2023, 8:37 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.