Mangal Alati: ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ, ପ୍ରଭାତରେ କରନ୍ତୁ ଦିବ୍ୟ ଦର୍ଶନ - ମଙ୍ଗଳ ଆଳତୀ
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/prod-images/320-214-14847847-thumbnail-3x2-alati.jpg)
ଓଁ ନମୋଃ ଭଗବତେ ବାସୁଦେବାୟ । ପ୍ରାତଃରୁ ସମସ୍ତ ସେବାୟତ ଏହି ମନ୍ତ୍ର ଉଚ୍ଚାରଣ କରି ଶ୍ରୀମନ୍ଦିର ଦ୍ବାର ଫିଟାଇଛନ୍ତି । ଏହାପରେ ରୀତିନୀତି ଅନୁସାରେ ପୂଜା ପଣ୍ଡା ହାତରେ ଆଳତୀ ଦୀପ, ଘଣ୍ଟି ସହ ମନ୍ତ୍ରୋଚାରଣ କରି ପ୍ରଭୁ ପତିତପାବନଙ୍କ ଆଳତୀ କରାଯାଇଛି । ଏହି ଆଳତୀ ଦର୍ଶନ ଅତିବ ମନୋମୁଗ୍ଧକର ଅଟେ । ବିଶ୍ବାସ ରହିଛି ସକାଳୁ ସକାଳୁ ଏହାକୁ ଦର୍ଶନ କଲେ ଜୀବନର ସମସ୍ତ ପାପ କ୍ଷୟ ହେବା ସହ ବିପଦ ଟଳିଯାଏ ।
Last Updated : Feb 3, 2023, 8:21 PM IST