thumbnail

By

Published : Feb 20, 2022, 12:31 PM IST

Updated : Feb 3, 2023, 8:17 PM IST

ETV Bharat / Videos

ଶ୍ରୀଚୈତନ୍ୟ ଗୌଡିୟ ମଠ ବୁଲି ଦେଖିଲେ ରାଷ୍ଟ୍ରପତି

ପୁରୀ: ଆଜି ଶ୍ରୀଚୈତନ୍ୟ ଗୌଡିୟ ମଠ ପରିଦର୍ଶନ କରିଛନ୍ତି ରାଷ୍ଟ୍ରପତି । ସାଢ଼େ ଦଶଟାରେ ରାଷ୍ଟ୍ରପତି ପୁରୀ ରାଜଭବନରୁ ବାହାରି ବଡ଼ଦାଣ୍ଡସ୍ଥିତ ଶ୍ରୀଚୈତନ୍ୟ ଗୌଡ଼ୀୟ ମଠରେ ପହଞ୍ଚିଥିଲେ । ମଠ ଆରଧ୍ୟା ଦେବତାଙ୍କୁ ଆଳତି ଓ ପୁଷ୍ପାଞ୍ଜଳି ପର୍ବରେ ରାଷ୍ଟ୍ରପତି ସାମିଲ ହୋଇଛନ୍ତି । ସେଠାରୁ ୧୦ଟା୫୦ରେ ଶରଧାବାଲି ଯାଇ ସାଧୁ ସମ୍ମିଳନୀରେ ଏକ ଘଣ୍ଟା ଧରି ସାମିଲ ହୋଇଛନ୍ତି । ଗୌଡୀୟ ମିଶନର ପ୍ରତିଷ୍ଠାତା ଶ୍ରୀମଦ ଭକ୍ତି ସିଦ୍ଧାନ୍ତ ସରସ୍ବତୀ ଗୋସ୍ବାମୀ ପ୍ରଭୁପାଦଙ୍କ ୧୫୦ତମ ଜନ୍ମବାର୍ଷିକୀର ଉଦ୍‌ଘାଟନ ଉତ୍ସବରେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ।
Last Updated : Feb 3, 2023, 8:17 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.