ପାରା ଆଥଲେଟ ଜୟନ୍ତୀ ବେହେରାଙ୍କୁ ମିଳିଲା ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର - ରାଜ୍ୟ କ୍ରୀଡା ବିଭାଗ
🎬 Watch Now: Feature Video

ଭୁବନେଶ୍ବର: ଷ୍ଟାର ପାରା-ଆଥଲେଟ ଜୟନ୍ତୀ ବେହେରାଙ୍କୁ ମିଳିଲା ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର । କ୍ରୀଡା କ୍ଷେତ୍ରରେ ପ୍ରଭାବୀ ପ୍ରଦର୍ଶନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପୁରସ୍କାର ପ୍ରଦାନ କରାଯାଇଥାଏ । ଅଗଷ୍ଟ 29 ଜାତୀୟ କ୍ରୀଡା ଦିବସ ଅବସରରେ ଏହି ପୁରସ୍କାର ପ୍ରଦାନ ପାଇଁ ରାଜ୍ୟ କ୍ରୀଡା ବିଭାଗ ପକ୍ଷରୁ ଘୋଷଣା ହୋଇଥିଲା ।