କଂସ ବଦ୍ଧ ସହ ଧନୁଯାତ୍ରା ଶେଷ - କଂସ ବଦ୍ଧ
🎬 Watch Now: Feature Video

ବରଗଡ: କଂସ ବଦ୍ଧ ସହ ସମାପ୍ତ ହୋଇଛି ବରଗଡ଼ର ବିଶ୍ବପ୍ରସିଦ୍ଧ ଧନୁଯାତ୍ରା। ପ୍ରେମ, ଭକ୍ତି, ବିରହ, ଅନ୍ୟାୟ, ଅନୀତି ଓ ଅତ୍ୟାଚାରକୁ ନେଇ ଆରମ୍ଭ ହୋଇଥିବା ଧନୁଯାତ୍ରା 11 ଦିନ ଧରି ଚାଲିବା ପରେ ଅନ୍ୟାୟ, ଅଧର୍ମ ଉପରେ ପରିଶେଷରେ ସତ୍ୟ ଓ ଧର୍ମର ଜୟ ହୋଇଛି । ଏହା ହେଉଛି ଧନୁଯାତ୍ରାର ମୂଳ ଉଦ୍ଦେଶ୍ୟ ।