ନାରୀ ସଶକ୍ତ ହେଲେ ଅନ୍ୟମାନଙ୍କୁ ସଶକ୍ତ କରିପାରିବ - candidate
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/images/320-214-2877434-918-4e48296a-d59d-400b-a6b5-35d79e05ccf9.jpg)
କୋରାପୁଟ: କୌଶଲ୍ୟା ଯଦି ସାଂସଦ ଭାବେ ନିର୍ବାଚିତ ହୁଅନ୍ତି ତେବେ ସେ ଶିକ୍ଷା ଏବଂ ନାରୀ ସଶକ୍ତିକରଣ ଦିଗରେ କାର୍ଯ୍ୟ କରିବେ। ଅଧିକରୁ ଅଧିକ ଆଦିବାସୀ ବାଳିକାଙ୍କୁ ଉଚିତ ଶିକ୍ଷା ଓ ସ୍ୱାସ୍ଥ୍ୟର ମୌଳିକ ସୁବିଧା ଯୋଗାଇ ଦେବା ପାଇଁ ଆପ୍ରାଣ ଉଦ୍ୟମ କରିବେ ବୋଲି କୌଶଲ୍ୟା ଦୃଢୋକ୍ତି ପ୍ରକାଶ କରିଛନ୍ତି।