ବଗଲା ଧର୍ମଶାଳା ଜମି ଦୁର୍ନୀତି ପ୍ରସଙ୍ଗ: 2ରେ ଶୁଣାଣି, ଜବାବ ରଖିବେ ରାଜ୍ୟ ସରକାର - Bagala dharmasala land issue
🎬 Watch Now: Feature Video
କଟକ: ହାଇକୋର୍ଟରେ ବଗଲା ଧର୍ମଶାଳା ଜମି ଦୁର୍ନୀତି ମାମଲାର ଶୁଣାଣି । ଜବାବ ଦାଖଲ ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ନଭେମ୍ବର ୨ ତାରିଖ ସୁଦ୍ଧା ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ଥିବାବେଳେ ନଭେମ୍ବର୨ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ବିଜେପି ନେତା ସମ୍ବିତ ପାତ୍ରଙ୍କ ପକ୍ଷରୁ ରୁଜୁ ଜନସ୍ୱାର୍ଥ ମାମଲାରେ ଏହି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।