ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ମାମଲା: କୋର୍ଟରେ ହାଜର ହେଲେ ପୋଲିସ ଡିଜିପି

By

Published : Nov 18, 2020, 6:37 PM IST

thumbnail
କଟକ: ଭୁବନେଶ୍ବର ନାବାଳିକା ଗଣଦୁଷ୍କର୍ମ ମାମଲାରେ ଆଜି ହାଇକୋର୍ଟରେ ହାଜର ହୋଇଛନ୍ତି ପୋଲିସ ଡିଜିପି ଅଭୟ । ଭିଡିଓ କନଫରେନ୍ସିଂ ଜରିଆରେ ଡିଜିପି କୋର୍ଟରେ ହାଜର ହୋଇଛନ୍ତି । ମାମଲାର ଅଗ୍ରଗତି ନେଇ ସତ୍ୟପାଠ ମଧ୍ୟ ସେ ଦାଖଲ କରିଛନ୍ତି । ଘଟଣା ସମ୍ପର୍କରେ ବନ୍ଦ ଲଫାପାରେ ଡିଜିପିଙ୍କ ତରଫରୁ ସତ୍ୟପାଠ ଦାଖଲ କରାଯାଇଛି । ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୧୬ ତାରିଖକୁ ହେବାକୁ ସ୍ଥିର କରାଯାଇଛି ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.