'ବ୍ଲାକ ଡଗ୍ ପିଇ ନବୀନା ଶୋଇଛି' - ନବୀନଙ୍କୁ କଟାକ୍ଷ କରି ଗୀତ
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/prod-images/320-214-11090410-thumbnail-3x2-bbsr.jpg)
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଟାକ୍ଷ କରି ଗୀତ ଗାଇଲେ ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀ । ଶୁକ୍ରବାର ଭୁବନେଶ୍ବର ଲୋୟର ପିଏମଜିରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ଇସ୍ତଫା ଦାବି କରି ସଭା ଆୟୋଜିତ ହୋଇଥିଲା ବିଜେପି । ସେହିଠାରେ ବିଷ୍ଣୁ ସେଠୀ କଟାକ୍ଷ ପୂର୍ବକ ଗୀତ ଗାଇଛନ୍ତି । ସଭାରେ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି, ବିଜେପି ଉପସଭାପତି ପୃଥ୍ବୀରାଜ ହରିଚନ୍ଦନ ମଧ୍ୟ ଉପସ୍ଥିତ ଥିଲେ ।
ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ
ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ