କେନାଲ ଭିତରକୁ ପଶିଲା କାର, 3 ମୃତ

By

Published : Oct 17, 2020, 11:31 AM IST

Updated : Oct 17, 2020, 12:22 PM IST

thumbnail
କଟକ: ତେଲେଙ୍ଗାପେଣ୍ଠ ନିକଟରେ ଦୁର୍ଘଟଣା । ରାସ୍ତା କଡ କେନାଲ ଭିତରକୁ ପଶିଗଲା କାର। ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି । ସେମାନଙ୍କ ମଧ୍ୟରୁ ଜଣଙ୍କ ପରିଚୟ ମିଳିଛି ।ସେ ହେଉଛନ୍ତି ସମ୍ବଲପୁରର ପୂର୍ବତନ ସାଂସଦ ଅମର ପ୍ରଧାନଙ୍କ ପୁଅ ଅଙ୍କୁର ପ୍ରଧାନ। ତେବେ ଅନ୍ୟ ଦୁଇ ଜଣଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି। ଗାଡିଟି ଜଗତପୁରର ହୋଇଥିବା ସୂଚନା । ଦୁର୍ଘଟଣାର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି ।
Last Updated : Oct 17, 2020, 12:22 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.