thumbnail

By

Published : Feb 26, 2021, 7:59 PM IST

ETV Bharat / Videos

ତୃତୀୟ ପର୍ଯ୍ୟାୟ ଟୀକାକରଣ, କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କ ସହ ଆଲୋଚନା

ଭୁବନେଶ୍ବର: ତୃତୀୟ ପର୍ଯ୍ୟାୟ ଟୀକାକରଣରେ ବୟସ୍କ ଓ ଅନ୍ୟ ଗୁରୁତର ରୋଗରେ ପୀଡିତ ବ୍ୟକ୍ତିଙ୍କୁ ସାମିଲ କରାଯିବ । ଏନେଇ ଆଜି କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କ ସହିତ ସମସ୍ତ ସ୍ବାସ୍ଥ୍ୟ ସଚିବଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି । ଟୀକାକରଣ ପ୍ରକ୍ରିୟା କେମିତି ରହିବ ସେ ସମ୍ପର୍କରେ ବୈଠକରେ ବିସ୍ତୃତ ଆଲୋଚନା ହୋଇଛି । ରାଜ୍ୟ ସ୍ବାସ୍ଥ୍ୟ ସଚିବ ପ୍ରଦୀପ୍ତ ମହାପାତ୍ରଙ୍କ ସମେତ ସ୍ବାସ୍ଥ୍ୟ ନିର୍ଦ୍ଦେଶାଳୟର ବରିଷ୍ଠ ଅଧିକାରୀମାନେ ବୈଠକରେ ଉପସ୍ଥିତ ରହିଛନ୍ତି ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.