ଦକ୍ଷିଣ ଓଡିଶାର କେତେକ ସ୍ଥାନରେ ବର୍ଷା ସମ୍ଭାବନା - ପାଣିପାଗ ଖବର ଓଡିଶା
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/prod-images/320-214-9513481-thumbnail-3x2-weather.jpg)
ଭୁବନେଶ୍ବର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର, ଶ୍ରୀଲଙ୍କା ଉପକୂଳ ଓ ଆନ୍ଧ୍ରପ୍ରଦେଶ ଉପକୂଳ ପର୍ଯ୍ୟନ୍ତ ଏକ ଟ୍ରଫଲାଇନ ସୃଷ୍ଟି ହୋଇଛି । ପୂର୍ବ ଦିଗରୁ ବଙ୍ଗୋପସାଗର, ଗରମ ଓ ଜଳୀୟ ବାଷ୍ପ ପୂର୍ଣ୍ଣ ବାୟୁ ଓଡିଶା ଭୂମଧ୍ୟକୁ ପ୍ରବେଶ କରୁଛି ଏହାର ପ୍ରଭାବରେ ଦକ୍ଷିଣ ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ସ୍ବଳ୍ପ ବର୍ଷା ହେବାର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।