ଫୋକସ ମୟୁରଭଞ୍ଜ; 250 କୋଟି ଟଙ୍କାର ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ - ଦେବକୁଣ୍ଡ ପର୍ଯ୍ୟଟନ ସ୍ଥଳୀ
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/prod-images/320-214-5642044-249-5642044-1578491442064.jpg)
ବାରିପଦା: ସର୍ବ ଭାରତୀୟ ସ୍ତରରେ ବାମଦଳ ଓ ଟ୍ରେଡ ୟୁନିୟନଙ୍କ ଭାରତ ବନ୍ଦ ଡାକରା ସତ୍ବେ ରାଜ୍ୟ ସରକାର ନିଜ ସମସ୍ତ କର୍ଯ୍ୟକ୍ରମ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ କରିଛନ୍ତି । ପୂର୍ବ ନିର୍ଦ୍ଧାରିତ ଅନୁସାରେ ଆଜି ଦିନିକିଆ ମୟୁରଭଞ୍ଜ ଗସ୍ତରେ ଆସି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିବା ସହ କିଛି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ।