ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା; ‘ପାର୍ବଣ ଋତୁରେ ଅଧିକ ସତର୍କ ରୁହ’ - CM naveen pattnaik addressing

🎬 Watch Now: Feature Video

thumbnail

By

Published : Oct 20, 2020, 8:14 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଡିଓ ବାର୍ତ୍ତା। ପାର୍ବଣ ଅବସରରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଲେ ନବୀନ । ଏହାସହ ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ଯେ ଗତ ସାତ ମାସ ହେଲା ଓଡିଶା କୋରୋନା ସହ ଲଢେଇ କରିବା ସହ କୋରୋନା ବିରୋଧରେ ଲଢେଇ ଜାରି ରଖିଛି । ସେହିପରି ରାଜ୍ୟରେ କୋଭିଡ ସଂକ୍ରମଣ ଓ ମୃତ୍ୟୁ ହାର କମିଛି କହିଲେ ମୁଖ୍ୟମନ୍ତ୍ରୀ ।

ABOUT THE AUTHOR

author-img

...view details

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.