ବିଧାନସଭା ପରିସରରେ ରାଜ୍ୟପାଳଙ୍କୁ ଗାର୍ଡ ଅଫ ଅନର, ଦେଖନ୍ତୁ ଭିଡିଓ...

By

Published : Feb 18, 2021, 1:49 PM IST

thumbnail

ଭୁବନେଶ୍ବର: ବିଧାନସଭା ପରିସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି । ରାଜ୍ୟପାଳ ବିଧାନସଭା ପରିସରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡଅଫ ଅନର ପ୍ରଦାନ କରାଯାଇଛି । ପରେ ରାଜ୍ୟପାଳ ବିଧାନସଭାରେ ନିଜର ଅଭିଭାଷଣ ରଖିଛନ୍ତି । ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.