ସଟଡାଉନ ସମୟରେ ହୋଇପାରିବ ବାହାଘର, ସୂଚନା ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ - ସୂଚନା ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ
🎬 Watch Now: Feature Video
ଭୁବନେଶ୍ବର: ରାଜ୍ୟରେ 11ଟି ଜିଲ୍ଲାରେ ପ୍ରତି ଶନିବାର ଓ ରବିବାର ସଟ ଡାଉନ ଘୋଷଣା କରାଯାଇଛି । ହେଲେ ଏହି ସମୟରେ ପ୍ରଶାସନର ଅନୁମତି ନେଇ ବାହାଘର କରିହେବ ବୋଲି ସ୍ଵାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ କହିଛନ୍ତି । ସେହିପରି ଆବଶ୍ୟକ ନଥିଲେ ଲକ ଡାଉନରେ ଘରୁ ନ ବାହାରିବାକୁ ସେ ପରାମର୍ଶ ଦେଇଛନ୍ତି ।