thumbnail

By

Published : Nov 21, 2020, 8:13 PM IST

ETV Bharat / Videos

ସ୍କୁଲ ବନ୍ଦ ସମ୍ପର୍କରେ ମୁହଁ ଖୋଲିଲେ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ କମ୍ ଛାତ୍ରଛାତ୍ରୀ ଥିବା ସ୍କୁଲ ବନ୍ଦ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ସ୍କୁଲ ବନ୍ଦ କରିବା ନୁହେଁ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ସରକାରଙ୍କ ଲକ୍ଷ୍ୟ ବୋଲି ସେ କହିଛନ୍ତି । ରାଜ୍ୟରେ 14ହଜାର ସ୍କୁଲ ନୁହେଁ ଉଭୟ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମିଶି 7772 ବନ୍ଦ କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ସେ ଦର୍ଶାଇଛନ୍ତି ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.