ଶୀତକାଳୀନ ଅଧିବେଶନ ପୂର୍ବରୁ ବିଧାୟକଙ୍କ ହେବ କୋରୋନା ଟେଷ୍ଟ - winter session of odisha assembly
🎬 Watch Now: Feature Video
ଭୁବନେଶ୍ବର: ବିଧାନସଭାରେ ନଭେମ୍ବର 20ରୁ ଆରମ୍ଭ ହେବାକୁ ଯାଉଛି ଶୀତକାଳୀନ ଅଧିବେଶନ । ତେବେ ଗୃହରେ କୋରୋନା ସଂକ୍ରମଣକୁ ରୋକିବା ପାଇଁ ଅଧିବେଶନ ପୂର୍ବରୁ ସମସ୍ତ ବିଧାୟକଙ୍କ କୋରୋନା ପରୀକ୍ଷଣ କରାଯିବ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ମଙ୍ଗଳବାର ସୂଚନା ଦେଇଛନ୍ତି ।