‘ମନ୍ଦିର ଚତୁଃପାର୍ଶ୍ବର ସୌନ୍ଦର୍ଯ୍ୟକରଣ ସ୍ବାଗତଯୋଗ୍ୟ ପଦକ୍ଷେପ’

By

Published : Feb 21, 2020, 12:11 PM IST

thumbnail

ଭୁବନେଶ୍ବର: ଆଜି ମହାଶିବରାତ୍ରୀ । ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରୁଛନ୍ତି ହଜାର ହଜାର ଶ୍ରଦ୍ଧାଳୁ । ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ମଧ୍ୟ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି । ଏହି ଅବସରରେ ମନ୍ଦିର ଚତୁଃପାର୍ଶ୍ବର ସୌନ୍ଦର୍ଯ୍ୟକରଣ ଓ ଆବଶ୍ୟକୀୟ ପ୍ରଶାସନିକ ସଂସ୍କାର ଏକ ସ୍ବାଗତଯୋଗ୍ୟ ପଦକ୍ଷେପ ବୋଲି ସେ କହିଛନ୍ତି । ତେବେ ଏନେଇ ତାଙ୍କ ସହିତ ଅଧିକ ଆଲୋଚନା କରିଛନ୍ତି ଆମ ସମ୍ବାଦଦାତା ସଞ୍ଜୀବ ରାୟ ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.