ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ - ମଙ୍ଗଳ ଆଳତି
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/prod-images/320-214-12512655-thumbnail-3x2-lk.jpg)
ବଡି ଭୋରରୁ ସେବାୟତ ଓ ପୂଜା ପଣ୍ଡା ଶ୍ରୀମନ୍ଦିର ଦ୍ବାର ଫିଟାଇଛନ୍ତି । ଏହା ପରେ ପୂଜା ପଣ୍ଡା ଦୀପ, ଘଣ୍ଟି ଧରି ମନ୍ତ୍ରୋଚ୍ଚାରଣ କରି ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତି ନୀତି ସମ୍ପନ୍ନ କରିଛନ୍ତି । ଏହି ସମୟରେ ଉପସ୍ଥିତ ଥିବା ଅନ୍ୟ ସେବାୟତ ଓ ଶ୍ରଦ୍ଧାଳୁଙ୍କ ହୁଳହୁଳି ଓ ହରିବୋଲରେ ଭକ୍ତିମୟ ହୋଇ ଉଠିଛି ସମଗ୍ର ପରିବେଶ ।