ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ଶାରୀରିକ ସମ୍ପର୍କ ସର୍ତ୍ତ ! - ମଦନପୁର
🎬 Watch Now: Feature Video

ଭବାନୀପାଟଣା: ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଖଣ୍ଡେ ପାଇଁ ଆବେଦନ କରିଥିବା ଜଣେ ଦଳିତ ଯୁବତୀଙ୍କୁ ଶାରୀରିକ ସମ୍ପର୍କ ପାଇଁ ବାଧ୍ୟ କରିବା ସହ ଘରେ ପଶି ଦୁଷ୍କର୍ମ ଉଦ୍ୟମ କରିଛନ୍ତି ସରପଞ୍ଚ । ଏ ସମ୍ପର୍କରେ କାହାକୁ କହିଲେ ଯୁବତୀ ଓ ତାଙ୍କ ପରିବାର ଲୋକଙ୍କୁ ଜୀବନରୁ ମାରିଦେବାକୁ ଧମକ ଦେବା ଭଳି ସଙ୍ଗିନ ଅଭିଯୋଗ ହୋଇଛି ।