ମହାପ୍ରଭୁଙ୍କ ପ୍ରଥମାଷ୍ଟମୀ ନୀତି - ପଢୁଆଁ ହେଲେ ମହାପ୍ରଭୁ
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/prod-images/320-214-9809492-thumbnail-3x2-prathamasthami.jpg)
ପୁରୀ: ଆଜି ପବିତ୍ର ପ୍ରଥମାଷ୍ଟମୀ । ଏହି ଦିନରେ ଶ୍ରୀମନ୍ଦିରରେ ମହାପ୍ରଭୁ ପଢ଼ୁଆଁ ହୋଇଥାନ୍ତି । ମାର୍ଗଶିର କୃଷ୍ଣ ଅଷ୍ଟମୀ ତିଥି ଦିନ ଶ୍ରୀମନ୍ଦିରରେ ଭୋଗ ମଣ୍ଡପ ସରିବା ପରେ ୩ ବାଡରେ ମଇଲମ କରାଯାଇ ପୂଜାପଣ୍ଡା ସେବକଙ୍କ ଦ୍ବାରା ମହାସ୍ନାନ ନୀତି ହୋଇଥାଏ | ଏହାପରେ ପାଳିଆ ପୁଷ୍ପାଳକ ଶ୍ରୀବିଗ୍ରହମାନଙ୍କୁ ନୂତନ ବସ୍ତ୍ର ଲାଗି କରାଇଥାନ୍ତି |