ପୋଲିସ କ୍ୟାଣ୍ଟିନରେ ଆଦିବାସୀ ମହିଳାଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲା: ସରକାରଙ୍କୁ ଘେରିଲା କଂଗ୍ରେସ

🎬 Watch Now: Feature Video

thumbnail

By

Published : Jun 10, 2020, 3:21 PM IST

ଭୁବନେଶ୍ବର: ମାଲକାନଗିରି ପୋଲିସ କ୍ୟାଣ୍ଟିନରେ ଜଣେ ଆଦିବାସୀ ମହିଳାଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା କଂଗ୍ରେସ । ରାଜ୍ୟ ଗୃହବିଭାଗ ଅଧିନରେ ଥିବା ପୋଲିସର ଦମନଲୀଳାକୁ ନେଇ ପ୍ରଶ୍ନ ଉଠାଇଲେ ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ । ଉକ୍ତ ମହିଳାଙ୍କୁ ଗଣଦୁଷ୍କର୍ମ ଓ ହତ୍ୟା କରାଯାଇଥିବାର ଅଭିଯୋଗ ଆଣିବା ସହ ପୋଲିସ ଏହାକୁ ଚାପି ଦେଉଥିବା ସାମ୍ବାଦିକ ସମ୍ମିଳନୀରେ ଅଭିଯୋଗ କରିଛନ୍ତି ପ୍ରଦୀପ ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.