ଲୌହ ମାନବଙ୍କ ଜୟନ୍ତୀ: ବାଲୁକା କଳାରେ ଶ୍ରଦ୍ଧାଞ୍ଜଳି

By

Published : Oct 30, 2021, 11:01 PM IST

thumbnail
ପୁରୀ: ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମଦିବସକୁ ଭାରତ ସରକାର ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରୁଛନ୍ତି । ଆସନ୍ତାକାଲି (ରବିବାର) ତାଙ୍କ ଜୟନ୍ତୀ ଅବସରରେ ଏହି ମହାନ ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ସୁଦର୍ଶନ ଏକ ସୁନ୍ଦର ବାଲୁକା ଚିତ୍ରକଳା ତିଆରି କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ପୁରୀରୁ ଶକ୍ତି ପ୍ରସାଦ ମିଶ୍ର, ଇଟିଭି ଭାରତ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.