ବିପିଏଲ ମାପଦଣ୍ଡ ବାଦ ଦେଲେ ଆୟୁଷ୍ମାନ ଭାରତ ଲାଗୁ କରିବୁ: ସ୍ୱାସ୍ଥ୍ୟମନ୍ତ୍ରୀ

🎬 Watch Now: Feature Video

thumbnail

By

Published : Mar 24, 2020, 10:56 PM IST

ଭୁବନେଶ୍ବର: ସ୍ବାସ୍ଥ୍ୟ ସେବାକୁ ନେଇ ପ୍ରତିକ୍ରିୟା ରଖିଲେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅପିଲ ଉପରେ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ଓଡିଶା ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି । ସେ କହିଛନ୍ତି କେନ୍ଦ୍ର ସରକାର ବିପିଏଲ ମାପଦଣ୍ଡ ହଟାଇ ଦେଲେ ଆମେ ତତ୍କାଳ ଯୋଜନା ଲାଗୁ କରିବୁ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.