ଉଦଘାଟିତ ହେଲା ପଶ୍ଚିମ ଓଡ଼ିଶାର ପ୍ରଥମ ସଂଗ୍ରହାଳୟ - boudh museum Revealed
🎬 Watch Now: Feature Video
ବୌଦ୍ଧ: ବୈଦ୍ଧ ଜିଲ୍ଲାର ୭୩ତମ ପ୍ରତିଷ୍ଠା ଦିବସ ଅବସରରେ ନୂତନ ସଂଗ୍ରହାଳୟର ଉଦଘାଟିତ । ପଶ୍ଚିମ ଓଡ଼ିଶାର ପ୍ରଥମ ସଂଗ୍ରହାଳୟକୁ ଭିଡିଓ କନଫରେନସିଂ ମାଧ୍ୟମରେ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହିତ ବୌଦ୍ଧ ଜିଲ୍ଲା ପ୍ରଶାସନର ଉଦ୍ୟମ କ୍ରମେ ମୁଖ୍ୟମନ୍ତ୍ରୀ ବୌଦ୍ଧ ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ମଧ୍ୟ ଶୁଭ ଉନ୍ମୋଚନ କରିଥିଲେ ।