ଆଡ଼ପ ଅବଢ଼ା ପାଇ ଭକ୍ତ ବିମୋହିତ

By

Published : Jul 3, 2022, 9:57 PM IST

thumbnail
ପୁରୀ: ବାହାରିଲା ମହାପ୍ରଭୁଙ୍କ ଆଡପ ଅବଢ଼ା । ମହାପ୍ରସାଦ ପାଇ ଖୁସିରେ ଆତ୍ମବିଭୋର ହୋଇପଡିଛନ୍ତି ଶ୍ରଦ୍ଧାଳୁ । ମହାପ୍ରଭୁ ଆଡପ ମଣ୍ଡପ ବିଜେ କରିବା ପରେ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଗହଳି ଲାଗିଛି । ଦୁଇ ବର୍ଷ ଧରି ଭକ୍ତ ଆଡପ ଦର୍ଶନରୁ ବଞ୍ଚିତ ହୋଇଥିବାରୁ ଆଜି ପ୍ରବଳ ଗହଳି ହୋଇଛି । ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରାଯାଇଛି । ବର୍ଷକୁ ଥରେ ଆଡପ ମଣ୍ଡପରେ ମହାପ୍ରଭୁଙ୍କୁ ଦର୍ଶନ କଲେ କୋଟି ପୂଣ୍ୟ ମିଳେ ବୋଲି ବିଶ୍ବାସ ରହିଛି । ଇଟିଭି ଭାରତ,ପୁରୀ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.