ବାଜପେୟୀଙ୍କ ଦ୍ବିତୀୟ ଶ୍ରାଦ୍ଧବାର୍ଷିକୀ,‘ସଦୈଭ ଅଟଳ’ରେ ଦିଆଗଲା ଶ୍ରଦ୍ଧା ସୁମନ

By

Published : Aug 16, 2020, 9:43 AM IST

thumbnail
ନୂଆଦିଲ୍ଲୀ: ରାଜନୀତିର ଭୀଷ୍ମ ପିତାମହ ଅଟଳ ବିହାରୀ ବାଜପେୟୀଙ୍କ ରବିବାର(ଆଜି) ଦ୍ବିତୀୟ ଶ୍ରାଦ୍ଧବାର୍ଷିକୀ। 2018 ଅଗଷ୍ଟ 16ରେ ଲିଭି ଯାଇଥିଲା ଏହି ମହାନ ପୁରୁଷଙ୍କ ଜୀବନ ଦୀପ । ‘ସଦୈଭ ଅଟଳ’ରେ ପହଞ୍ଚି ତାଙ୍କୁ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ବିଶେଷ । ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.