ଦେବୀ ସୁଭଦ୍ରାଙ୍କ ପହଣ୍ଡି ଆରମ୍ଭ - ଦେବୀ ସୁଭଦ୍ରାଙ୍କ ପହଣ୍ଡି ଆରମ୍ଭ
🎬 Watch Now: Feature Video
ପୁରୀ: ଆଜି ମହାପ୍ରଭୁଙ୍କ ପବିତ୍ର ବାହୁଡା ଯାତ୍ରା । ନବଦିନାତ୍ମକ ଯାତ୍ରା ସାରି ଶ୍ରୀଗୁଣ୍ଡିଚାରୁ ବଡ ଦେଉଳକୁ ଫେରିବେ ମହାପ୍ରଭୁ । ଚକ୍ରରାଜ ସୁଦର୍ଶନ ଓ ବଡଠାକୁର ବଳଭଦ୍ରଙ୍କ ପହଣ୍ଡି ପରେ ଦେବୀ ସୁଭଦ୍ରାଙ୍କ ପହଣ୍ଡି ଆରମ୍ଭ ହୋଇଛି ।