thumbnail

Odisha New Cabinet: ସାଧାରଣ ଲୋକଙ୍କ ସେବା କରିବି କହିଲେ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ

By

Published : Jun 5, 2022, 6:06 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କ୍ୟାବିନେଟର ନବକଳେବର ହୋଇଛି । ଢେଙ୍କାନାଳ କାମାକ୍ଷାନଗର ବିଧାୟକ ପ୍ରଫୁଲ୍ଲ କୁମାର ମଲ୍ଲିକ କ୍ୟାବିନେଟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି । ଏଥିପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି । ସାଧାରଣର ଲୋକଙ୍କ ସେବକ ଭାବରେ ସେ କାର୍ଯ୍ୟ କରିବେ ବୋଲି ପ୍ରତିକ୍ରିୟା ଦେଇଛନ୍ତି । ଏହାକୁ ନେଇ ତାଙ୍କ ସହ ଅଧିକ ଆଲୋଚନା କରିଛନ୍ତି ଆମ ଭୁବନେଶ୍ବର ପ୍ରତିନିଧି ସଞ୍ଜୀବ କୁମାର ରାୟ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.