ରାଜ୍ୟରୁ ଉଚ୍ଛେଦ ହେଲା ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା

By

Published : Oct 15, 2022, 6:52 PM IST

thumbnail
ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ (Odisha Cabinet meeting ଶେଷ । କ୍ୟାବିନେଟ ନିଷ୍ପତ୍ତି ସମ୍ପର୍କରେ ରାଜ୍ୟବାସୀଙ୍କୁ ଭିଡିଓ ବାର୍ତ୍ତାରେ ସମ୍ବୋଧିତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମାସକ ମଧ୍ୟରେ ରାଜ୍ୟରୁ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଠିବ ବୋଲି ଓଡିଶା ଚୁକ୍ତିଭିତ୍ତିକ କର୍ମଚାରୀ ମହାସଂଘକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଥିଲେ । ଆଜି ତାହା ପୂରଣ କରିଛନ୍ତି । ୫୭ ହଜାରରୁ ଅଧିକ କର୍ମଚାରୀ ନିୟମିତ ହେବେ । ୧୩୦୦ କୋଟିରୁ ଅଧିକ ଅର୍ଥ ଖର୍ଚ୍ଚ ହେବ ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.