thumbnail

By

Published : Aug 5, 2022, 9:10 PM IST

ETV Bharat / Videos

ଢେଙ୍କାନାଳରେ କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

ଢେଙ୍କାନାଳ: ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦରବୃଦ୍ଧି ବିରୋଧରେ ଢେଙ୍କାନାଳରେ ଜିଲ୍ଲା କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ । ଏକ ବିରାଟ ଶୋଭାଯାତ୍ରାରେ ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ କରାଯାଇଥିଲା। କଂଗ୍ରେସ ନେତା ସୁନୀଲ ଶର୍ମାଙ୍କ ନେତୃତ୍ବରେ ଶତାଧିକ କଂଗ୍ରେସକର୍ମୀ ପ୍ରତିବାଦରେ ସାମିଲ ହୋଇ କେନ୍ଦ୍ର ସରକାରଙ୍କ ବିରୋଧରେ ନାରାବାଜି କରିଥିଲେ । ଏହାପରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ଜିଲ୍ଲାପାଳଙ୍କୁ ପ୍ରଦାନ କରିଥିଲେ । ଇଟିଭି ଭାରତ, ଢେଙ୍କାନାଳ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.