କଟକରେ ବଢୁଛି କୋଭିଡ ମାମଲା, ଚିନ୍ତାରେ ପ୍ରଶାସନ - କଟକରେ ବଢୁଛି କୋଭିଡ ମାମଲା
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/prod-images/320-214-8094864-thumbnail-3x2-cuttack--jp.jpg)
କଟକ: କଟକରେ ଦିନକୁ ଦିନ ବଢିବାରେ ଲାଗିଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ପ୍ରଶାସନର ଚିନ୍ତା ବଢି ଯାଇଛି । ତେବେ ସିଲଭର ସିଟିରେ କୋରୋନାର ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସହରବାସୀଙ୍କ ମଧ୍ୟରେ ଆତଙ୍କ ଖେଳି ଯାଇଛି । ଏନେଇ ଅଧିକ ସୂଚନା ଦେଇଛନ୍ତି ଆମ ସମ୍ବାଦଦାତା ନାରାୟଣ ସାହୁ ।