thumbnail

By

Published : Jul 13, 2020, 11:30 AM IST

ETV Bharat / Videos

କଟକରେ ଗୋଷ୍ଠୀ ସଂକ୍ରମଣ ଆଡକୁ ମୁହାଁଉଛି କି କୋରୋନା !

କଟକ : କଟକରେ କାୟା ବିସ୍ତାର କରୁଛି କୋରୋନା । ପ୍ରତିଦିନ ନୂଆ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଯାହାକୁ ନେଇ ଚିନ୍ତାରେ ପଡିଛନ୍ତି ସହରବାସୀ । ସୋମବାର 23 ଜଣ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା 1021ରେ ପହଞ୍ଚି ଥିବାବେଳେ ମୃତ୍ୟୁ ସଂଖ୍ୟା 7ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ସଂଖ୍ୟା ଯେଉଁ ପରିମାଣରେ ବୃଦ୍ଧି ହେଉଛି ସେହି ଅନୁପାତରେ ସୁସ୍ଥ ସଂଖ୍ୟା ମଧ୍ୟ କମୁଛି । ଏନେଇ ଅଧିକ ସୂଚନା ଦେଇଛନ୍ତି ଆମ ସମ୍ବାଦଦାତା ନାରାୟଣ ସାହୁ ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.