thumbnail

ପତିତପାବନଙ୍କ ମଙ୍ଗଳ ଆଳତୀ, ଦେଖନ୍ତୁ ଭକ୍ତିମୟ ଦୃଶ୍ୟ

By

Published : Sep 24, 2021, 7:28 AM IST

Updated : Sep 24, 2021, 1:10 PM IST

ପୁରୀ: ଜଗତର କଲ୍ୟାଣ ପାଇଁ ପ୍ରତ୍ୟେକ ଦିନ ବଡ଼ି ଭୋରରୁ ଶ୍ରୀମନ୍ଦିରରେ ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ ନୀତି କରାଯାଉଛି । ଶ୍ରୀମନ୍ଦିରର ମଙ୍ଗଳ ଆଳତୀ ଦେଖିଲେ ଜୀବନର ସମସ୍ତ ପାପ କ୍ଷୟ ହୋଇ ଅପାର କରୁଣା ଓ ପୂଣ୍ୟପ୍ରାପ୍ତ ହୋଇଥାଏ ବୋଲି ବିଶ୍ବାସ ରହିଛି । ତେବେ ସବୁଦିନ ପରି ଆଜି ମଧ୍ୟ ବଡ଼ି ଭୋରରୁ ସେବାୟତ ଓ ପୂଜା ପଣ୍ଡାଙ୍କା ଦ୍ବାରା ପ୍ରଥମେ ଶ୍ରୀମନ୍ଦିରର ଦ୍ବାର ଫିଟା ଯାଇଥିଲା । ଏହାପରେ ଆଳତୀ ଦୀପ ଓ ଘଣ୍ଟି ବାଦନ ସହ ମନ୍ତ୍ରୋଚାରଣ କରି ପତିତପାବନଙ୍କ ମଙ୍ଗଳ ଆଳତି ନୀତି ସମ୍ପନ୍ନ କରିଛନ୍ତି ପୂଜାପଣ୍ଡା ।
Last Updated : Sep 24, 2021, 1:10 PM IST

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.