ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ, ପ୍ରଭାତରେ କରନ୍ତୁ ଦିବ୍ୟ ଦର୍ଶନ - ମଙ୍ଗଳ ଆଳତୀ
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/prod-images/320-214-16584344-thumbnail-3x2-alati.jpg)
ଜୟ ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବ ତୁମେ । ସମଗ୍ର ବିଶ୍ବର ମଙ୍ଗଳ କାମନା କରି ଜଗତର ନାଥ ଜଗନ୍ନାଥଙ୍କ ନିକଟରେ କରାଯାଏ ମଙ୍ଗଳ ଆଳତୀ । ସବୁଦିନ ପରି ଆଜି ମଧ୍ୟ ସେବାୟତମାନଙ୍କ ଦ୍ବାରା ବଡି ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ଯାଇଛି । ଏହାସହ ଧୂପ, ଘଣ୍ଟି ଓ ମନ୍ତ୍ରୋଚାରଣ ସହ ସମ୍ପନ୍ନ ହୋଇଛି ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ ନୀତି । କୁହାଯାଏ ଯେ, ମଙ୍ଗଳ ଆଳତୀ ଦର୍ଶନ କଲେ ଜୀବନର ସମସ୍ତ ପାପ କ୍ଷୟ ହୋଇ ଅପାର କରୁଣା ଓ ପୂଣ୍ୟପ୍ରାପ୍ତି ହୋଇଥାଏ ।