ଶ୍ରୀମନ୍ଦିର ଦ୍ବାର ଫିଟା ଓ ପତିତପାବନଙ୍କ ମଙ୍ଗଳ ଆଳତୀ - puri srimandira
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/prod-images/320-214-12715499-thumbnail-3x2-mangala-alati.jpg)
ଜୟ ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବ ତୁମେ । ସକାଳୁ ସକାଳୁ ଶ୍ରାମନ୍ଦିରର ମୁଖ୍ୟ ଦ୍ବାର ଖୋଲିବା ପରେ ପୂଜା ପଣ୍ଡାଙ୍କ ଦ୍ବାରା ପତିତପାବନଙ୍କ ମଙ୍ଗଳ ଆଳତୀ କରାଯାଇଛି । ବିଶ୍ବାସ ରହିଛି ଯେ, ଏହି ଆଳତୀ ଦର୍ଶନ କଲେ ଜୀବନରେ କରିଥିବା ସମସ୍ତ ପାପ କ୍ଷୟ ହୋଇଥାଏ ଏବଂ ଏହା ସହ ଜଗତର ନାଥ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣା ଓ ଆଶୀର୍ବାଦ ପ୍ରାପ୍ତ ହୋଇଥାଏ । ଦେଖନ୍ତୁ ସେ ସମୟର ସେହି ଅପୂର୍ବ ଦୃଶ୍ୟ ।