ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ, ଦେଖନ୍ତୁ ଭକ୍ତିମୟ ଦୃଶ୍ୟ

By

Published : Sep 4, 2022, 7:00 AM IST

thumbnail
ପୁରୀ: ଜଗତର କଲ୍ୟାଣ ପାଇଁ ବିଶ୍ବ ନିୟନ୍ତାଙ୍କ ପାଖରେ କରାଯାଏ ମଙ୍ଗଳ ଆଳତୀ । ଯାହାର ମାହାତ୍ମ୍ୟ ବେଶ ଅଧିକ ରହିଛି । ସବୁ ଦିନ ପରି ଆଜି ମଧ୍ୟ ସେବାୟତଙ୍କ ଦ୍ବାରା ବଡି ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ଯାଇଛି । ଏହାପରେ ନୀତି ଅନୁସାରେ ଘଣ୍ଟି, ଦୀପ ଓ ମନ୍ତ୍ରୋଚାରଣ ସହ କରାଯାଇଛି ପତିତପାବନ ମଙ୍ଗଳ ଆଳତୀ । ଏହି ସମୟରେ ନିକଟରେ ଠିଆ ହୋଇଥିବା ଭକ୍ତଙ୍କ ମୁଖରୁ ଓଁ ନମଃ ଭଗବତେ ବାସୁଦେବାୟ ଶୁଣିବାକୁ ମିଳୁଛି । ତେବେ ସକାଳୁ ସକାଳୁ ଏହି ଆଳତୀ ଦେଖିବା ଦ୍ବାରା ପୁରା ଦିନ ମଙ୍ଗଳମୟ ହୋଇଥାଏ ବୋଲି ବିଶ୍ବାସ ରହିଛି।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.