ଶ୍ରୀମନ୍ଦିର ଦ୍ବାର ଫିଟା ଓ ପତିତପାବନଙ୍କ ମଙ୍ଗଳ ଆଳତୀ

By

Published : Aug 19, 2022, 7:06 AM IST

thumbnail
ପୁରୀ: ଜଗତର ମଙ୍ଗଳ କାମନା କରି ପତିତମାନଙ୍କୁ ଉଦ୍ଧାରିବା ପାଇଁ ଧରାଧାମରେ ଅବତାର ନେଇଥିବା ପ୍ରଭୁ ପତିତପାବନଙ୍କ କରାଯାଇଛି ମଙ୍ଗଳ ଆଳତୀ । ବଡି ଭୋରରୁ ପ୍ରଥମେ ସେବାୟତ ଓ ପଣ୍ଡାଙ୍କ ଦ୍ବାରା ଶ୍ରୀମନ୍ଦିର ମୁଖ୍ୟ ଦ୍ବାର ଫିଟା ଯାଇଥିଲା । ଏହାପରେ ରୀତିନୀତି ଅନୁସାରେ ପୂଜା ପଣ୍ଡା ହାତରେ ଆଳତୀ ଦୀପ, ଘଣ୍ଟି ସହ ମନ୍ତ୍ରୋଚାରଣ କରି ପ୍ରଭୁ ପତିତପାବନଙ୍କ ଆଳତୀ କରାଯାଇଛି । ଏହି ଆଳତୀ ଦର୍ଶନ ଅତିବ ମନମୁଗ୍ଧକର ଅଟେ । ଆଉ ବିଶ୍ବାସ ରହିଛି ସକାଳୁ ସକାଳୁ ଏହାକୁ ଦର୍ଶନ କଲେ ଜୀବନର ସମସ୍ତ ପାପକ୍ଷୟ ହୁଏ ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.