ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ, ଦେଖନ୍ତୁ ଭକ୍ତିମୟ ଦୃଶ୍ୟ

By

Published : Aug 25, 2022, 7:17 AM IST

thumbnail
ପୁରୀ: ଜୟ ଜଗନ୍ନାଥ ସ୍ବାମୀ ନୟନପଥ ଗାମୀ । ଜଗତର କଲ୍ୟାଣ ପାଇଁ ବିଶ୍ବ ନିଅନ୍ତାଙ୍କ ନିକଟରେ ପ୍ରତିଦିନ କରାଯାଏ ମଙ୍ଗଳ ଆଳତୀ । ସବୁ ଦିନ ପରି ଆଜି ମଧ୍ୟ ସେବାୟତଙ୍କ ଦ୍ବାରା ବଡି ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟାଯାଇ ମଙ୍ଗଳ ଆଳତୀ କରାଯାଇଛି । ପୂଜା ପଣ୍ଡା ହାତରେ ଘଣ୍ଟି, ଦୀପ ଓ ମନ୍ତ୍ରୋଚାରଣ କରି ପତିତପାବନ ମଙ୍ଗଳ ଆଳତୀ ନୀତି ସମ୍ପନ୍ନ କରିଛନ୍ତି । ସକାଳୁ ସକାଳୁ ଏହି ଆଳତୀ ଦେଖିଲେ ଦିନ ମଙ୍ଗଳମୟ ହୋଇଥାଏ ବୋଲି ବିଶ୍ବାସ ରହିଛି ।

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.