Matric Exam: 2 ବର୍ଷ ପରେ ପରୀକ୍ଷା ଦେଉଛନ୍ତି ପରୀକ୍ଷାର୍ଥୀ - ବ୍ରହ୍ମପୁରରେ ଆରମ୍ଭ ହେଲା ମାଟ୍ରିକ ପରୀକ୍ଷା

🎬 Watch Now: Feature Video

thumbnail

By

Published : Apr 29, 2022, 9:42 AM IST

ବ୍ରହ୍ମପୁର: ରାଜ୍ୟରେ ଆଜି ଠାରୁ ଆରମ୍ଭ ହୋଇଯାଇଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା । ପରୀକ୍ଷା ପରିଚାଳନା କରିବା ପାଇଁ ବୋର୍ଡ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ ବ୍ରହ୍ମପୁର ସହରର ବିଭିନ୍ନ ବିଦ୍ୟାଳୟରେ ଆରମ୍ଭ ହୋଇଛି ଦଶମ ଶ୍ରେଣୀର ବୋର୍ଡ ପରୀକ୍ଷା । ପ୍ରଥମ ଦିନରେ ଇଂରାଜୀ ପରୀକ୍ଷା ରହିଥିବା ବେଳେ ବିଦ୍ୟାର୍ଥୀ ମାନେ ନିର୍ଦ୍ଧାରିତ ସମୟ ମଧ୍ୟରେ ବିଦ୍ୟାଳୟରେ ପ୍ରବେଶ କରି ପରୀକ୍ଷା ହଲରେ ପ୍ରବେଶ କରିଛନ୍ତି । ବୋର୍ଡ ପରୀକ୍ଷା ପାଇଁ ବ୍ରହ୍ମପୁର ସହରରେ କିଭଳି ବ୍ୟବସ୍ଥା କରାଯାଇଛି ସେ ନେଇ ସହରର ଆସିକା ରୋଡ ସ୍ଥିତ ସରକାରୀ ପୈର ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଅଧିକ ଆଲୋଚନା କରିଛନ୍ତି ଆମ ବ୍ରହ୍ମପୁର ସମ୍ବାଦଦାତା ସମୀର ଆଚାର୍ଯ୍ୟ ।

ABOUT THE AUTHOR

author-img

...view details

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.