thumbnail

By

Published : Jul 4, 2020, 2:18 PM IST

ETV Bharat / Videos

ନୂଆଗାଁ କଣ୍ଟେନମେଣ୍ଟ ଜୋନ, ଆତଙ୍କିତ ଲୋକେ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ଦିନକୁ ଦିନ ବୃଦ୍ଧି ପାଉଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଭୁବନେଶ୍ବର ମହାନଗର ନିଗମ ୱାର୍ଡ ନମ୍ବର 59କୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି । ଶୁକ୍ରବାର ବିଏମସି ୱାର୍ଡ ନମ୍ବର 59ରୁ ଗୋଟିଏ ପରିବାରର5 ଜଣ କୋରୋନା ପଜିଟିଭ ଚିହ୍ନଟ ହେବା ପରେ ନୂଆଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛି ଭୁବନେଶ୍ବର ମହାନଗର ନିଗମ । ଏନେଇ ଅଧିକ ସୂଚନା ଦେଇଛନ୍ତି ଆମ ସମ୍ବାଦଦାତା । ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ABOUT THE AUTHOR

author-img

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.